Find the Latest Status about raise 2020 from top creators only on Nojoto App. Also find trending photos & videos about, raise 2020.
Saloni Khanna
Very strongly all should raise voice like this, then hope a change can be made. Viral this video & let it reach to all Indians and relevant
read moreMy Loquacious World
In a place where healing hands should reign A despicable act of power and pain In the sanctuary of white walls and light A darkness lurks, a shadow in plain sight If a hospital can be tainted with such sin Where life is saved and hope begins Then how long until the sacred ground Of a temple's peace is shattered, profound Where the Almighty's presence should bring Comfort and solace, a sacred offering But if evil can creep into a hospital's domain Then no sanctuary from darkness will remain The purity of faith, the innocence of prayer May no longer be safe from the predator's snare So we must stand vigilant, protect the sacred space And refuse to let evil win this twisted race For if a temple can be violated, defiled Then no corner of the world will remain unspoiled Let us rise up, united in strength and might And keep the sanctuaries of our souls alight. ©My Loquacious World Raise your voice #Life #Life_experience #victim #myloquaciousworld #innocence #temple #girl #safety #Sacred Ashraf Qureshi Umme Habiba vin
Raise your voice Life #Life_experience #victim #myloquaciousworld #innocence #temple #girl #safety #Sacred Ashraf Qureshi Umme Habiba vin
read moreSmruti Ranjan Mohanty
White ଯାତ୍ରା -19 ତଥାପି ବଞ୍ଚିଛି ଏବେବି ମୁଁ ବଞ୍ଚିଛି , ତମେ ବଞ୍ଚିଛ , ସେମାନେ ବଞ୍ଚିଛନ୍ତି । ସବୁକିଛି ବୋଧେ ଶେଷ ହୋଇନାହିଁ ନାହିଁ ନାହିଁ ଭିତରେ ଜିଇଁଛି ଜୀବନ , ହତାଶାର ମରୁଭୂମିରେ ଆଶାର ବୁଲବୁଲ , ବ୍ୟାସ ସରୋବରରେ ସମ୍ଭାବନାର କୋଟିଏ ପଦ୍ମ, ଦୂର ଦିଗବଳୟ ସେପଟେ କାହାର ବଂଶୀସ୍ବନ - ପ୍ରଲୁବ୍ଧ କରୁଛି, ଭରିଦେଉଛି ଦେହ ମନରେ ଆଶାର ମେଞ୍ଚାଏ ମହକ । ସମୁଦ୍ର ଭିତରେ ମୋତି , ବାଦଲ ପଛପଟେ ଜ୍ୱଳନ୍ତ ସୂର୍ଯ୍ୟ , ଆକାଶରେ ମଲାଜହ୍ନର ଏଲିଜି , ଅମୃତ କଳସରେ ବିଷ ଛାଇ ଆଲୁଅରେ ଥର ଥର କଡ ଲେଉଟଉଛି ଜୀବନ । ପ୍ରେମ ଆଉ ପ୍ରତ୍ୟୟର ବିଶ୍ୱାସ ଆଉ ସମ୍ଭାବନାର ଯଜ୍ଞବେଦୀରେ ଟୋପା ଟୋପା ଲୁହ ତଥାପି ଗଡୁଛି ଜୀବନ ନିଃଶବ୍ଦରେ , ନିରାଶର ଅନ୍ଧଗଳିରେ ନିଶୁନ ରାଜରାସ୍ତାରେ ଏକା ଏକା ସାଉଁଟିବାକୁ ଭିନ୍ନଏକ ସନ୍ଦୀପ୍ତ- ବାଳଭାନୁର ଉଦୟ ଉତ୍ସବକୁ ହସୁଛି ଜୀବନ ମୃତ୍ୟୁକୁ ପିଠିରେ ସବାର କରି ; ମରଣ ପଥେ ଜୀବନର ଜୟଗାନ କେତେ ସତ କେତେ ମିଛ କେତେ ସ୍ବପ୍ନ କେତେ ବାସ୍ତବ ଜୀବନ ଶୋଇଛି ଚୁପଚାପ ଏକ ଜୀବନ ନଥିବା ଶବଭଳି ସ୍ବପ୍ନ ବିହୀନ ପୃଥିବୀରେ ଗୋଟା ଗୋଟା ହାଇ ମାରୁଛି ସତେ ଯେମିତି ଆଉଥରେ ଶୋଇଯିବ ସବୁଦିନ ପାଇଁ ଘୁମନ୍ତ ପୃଥିବୀର ମୁକୁଳା ଛାତିରେ କିଛି ସ୍ବପ୍ନ ଅନେକ ଯନ୍ତ୍ରଣା ଟିକିଏ ହସ କାଣିଚାଏ ଭଲପାଇବା ଟୋପାଏ ବିଶ୍ୱାସ କିଛି ପ୍ରାପ୍ତି କିଛି ଅପ୍ରାପ୍ତି କିଛି ଆଶା ଆଉ ପ୍ରତିଶୃତିକୁ ନେଇ ତ ଜୀବନ। ସ୍ମୃତି ରଞ୍ଜନ ମହାନ୍ତି© 13.8 2020 All Copyrights Reserved smrutiweb.wordpress.com smrutitanuja.blogspot.com https://www.facebook.com/titutiku/ Picture-google ©Smruti Ranjan Mohanty #love_shayari ଯାତ୍ରା -19 ତଥାପି ବଞ୍ଚିଛି ଏବେବି ମୁଁ ବଞ୍ଚିଛି , ତମେ ବଞ୍ଚିଛ , ସେମାନେ ବଞ୍ଚିଛନ୍ତି ।
#love_shayari ଯାତ୍ରା -19 ତଥାପି ବଞ୍ଚିଛି ଏବେବି ମୁଁ ବଞ୍ଚିଛି , ତମେ ବଞ୍ଚିଛ , ସେମାନେ ବଞ୍ଚିଛନ୍ତି ।
read more